ଭୁବନେଶ୍ୱରରୁ ସୁରତକୁ ସିଧା ବିମାନ ସେବା
ଭୁବନେଶ୍ୱର() ଭୁବନେଶ୍ୱରରୁ ସୁରତକୁ ସିଧା ବିମାନ ସେବା ଆରମ୍ଭ ହୋଇଛି । ଏୟାର ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର-ସୁରତ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଏୟାର ଇଣ୍ଡିଆର ଏୟାର ବସ୍-୩୨୦ ଆଜି ସକାଳ ୮ଟା ୪୦ରେ ପ୍ରାୟ ୮୧ଜଣ ଯାତ୍ରୀଙ୍କୁ ନେଇ ସୁରତ ଅଭିମୁଖେ ଉଡ଼ାଣ ଭରିଥିଲା ।…