ପ୍ରବାସୀ ଓଡ଼ିଆଙ୍କ ଖାଇବା ପାଇଁ ଦିନକୁ ଖର୍ଚ୍ଚ ହେବ ଏତିକି ଟଙ୍କା
ଭୁବନେଶ୍ବର: ପ୍ରବାସୀ ଓଡ଼ିଆ ମାନେ ବାହାର ରାଜ୍ୟରୁ ଫେରିବା ପରେ ସେମାନେ କ୍ୱାରେଣ୍ଟାଇନ୍ରେ ରହିବେ । ପ୍ରବାସୀ ଓଡ଼ିଆଙ୍କ ପାଇଁ ହେବ ଅସ୍ଥାୟୀ ମେଡିକାଲ କ୍ୟାମ୍ପ । ୧୪ ଦିନର କ୍ୱାରେଣ୍ଟାଇନ୍ରେ ପ୍ରବାସୀଙ୍କ ପାଇଁ ସମସ୍ତ ଖର୍ଚ୍ଚ ବହନ କରିବେ ସରକାର । ଏଥିପାଇଁ ପଞ୍ଚାୟତିରାଜ ବିଭାଗକୁ…