Odia News Portal
Browsing Tag

forest department

ବେଆଇନ କରତକଳରେ ବନ ବିଭାଗର ଚଢ଼ଉ

ସୋର ଥାନା ଅଧିନ ଇଲାମପଦା ଓ ଜଗନ୍ନାଥପୁରରେ ଦୀର୍ଘଦିନ ଧରି ଚାଲିଥିବା ବେଆଇନ କରତକଳ ଉପରେ ବନ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। ସୂଚନା ଅନୁସାରେ ଦୀର୍ଘଦିନ ଧରି ଚାଲିଥିବା ଏହି ବେଆଇନ କରତକଳ ଉପରେ ଗୁରୁବାର ଭୋର ସମୟରେ ଚଢ଼ଉ ହୋଇଛି। ଏହି ସମୟରେ କରତକଳର ମାଲିକ ଓ କର୍ମଚାରୀମାନେ ଫେରାର…

ବନବିଭାଗର ଚଢାଉ, ମୂଲ୍ୟବାନ କାଠ ଜବତ

ମାଲକାନଗିରି : ବିଶେଷ ସୂତ୍ରରୁ ଖବରପାଇ ମାଲକାନାଗିରି ବନଖଣ୍ଡ ଅଧିକାରୀ ପ୍ରଦୀପ ମିରସେଙ୍କ ନିର୍ଦ୍ଦେଶ କ୍ରମେ ବନାଞ୍ଚଳ ଅଧିକାରୀ ଜଗନ୍ନାଥ ପ୍ରସାଦ ବିଶୋଇଙ୍କ ନେତୃତ୍ୱରେ ବନ ବିଭାଗର ଏକ ଟିମ୍ କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ତୁମାସାପାଲ୍ଲି  ପଞ୍ଚାୟତ ଅଧୀନସ୍ଥ କାମାଲିଗୁଡ଼ା ଗ୍ରାମ ନିକଟ

ଜଙ୍ଗଲ ନିଆଁ ସମ୍ପୂର୍ଣ୍ଣ ଆୟତ୍ତାଧିନ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ସକ୍ରିୟ ପଦକ୍ଷେପ ପାଇଁ ରାଜ୍ୟରେ ଜଙ୍ଗଲ ନିଆଁକୁ ପ୍ରତିହତ କରିବା ସହ ରାଜ୍ୟରେ ଜଙ୍ଗଲ ଅଗ୍ନି ପରିସ୍ଥିତିକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରାଯାଇପାରିଛି । ଶିମିଳିପାଳ ଜଙ୍ଗଲର ନିଆଁକୁ ଆୟାତାଧୀନ କରାଯାଇଛି । ନ୍ୟାସନାଲ ରିମୋଟ୍

ରାଜ୍ୟରେ ବନ କର୍ମଚାରୀଙ୍କ ଛୁଟି ବାତିଲ୍

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିବା ଘଟଣାକୁ ନେଇ ଜଙ୍ଗଲ ଓ ପରିବେଶ ବିଭାଗର ବଡ ଘୋଷଣା । ରାଜ୍ୟର ସମସ୍ତ ଡିଭିଜନର ବନ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗିବା ସ୍ଥିତିକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି