ଉଠବସ୍ ହେଲେ ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ୍
ନୂଆଦିଲ୍ଲୀ() ଏଣିକି ମାଗଣାରେ ମିଳିବ ପ୍ଲାଟଫର୍ମ ଟିକେଟ୍ । ରେଳ ମନ୍ତ୍ରାଳୟର ଏହି ସୁବିଧା ଆପଣ ଏବେ କେବଳ ଦିଲ୍ଲୀ ଆନନ୍ଦବିହାର ରେଳ ଷ୍ଟେସନରେ ହିଁ ପାଇପାରିବେ ।
ଭାରତୀୟ ରେଳ ମନ୍ତ୍ରାଳୟ ପକ୍ଷରୁ ଦିଲ୍ଲୀ ଆନନ୍ଦବିହାର ରେଳ ଷ୍ଟେସନରେ ଏକ ସ୍ୱତନ୍ତ୍ର ମେସିନ ଲଗାଯାଇଛି । ଯେଉଁଥିରେ…