ତୈଳଦର ବୃଦ୍ଧି ପ୍ରସଙ୍ଗରେ ରାଜ୍ୟସଭାରେ ବିରୋଧୀଙ୍କ ହଙ୍ଗାମା
ତୈଳଦର ବୃଦ୍ଧି ପ୍ରସଙ୍ଗରେ ଆଜି ରାଜ୍ୟସଭାରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟସଭାକୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଆଜି ସାଧାରଣ ଲୋକଙ୍କୁ ଆଜି ଡବଲ୍ ଝଟକା ଲାଗିଛି| ପେଟ୍ରୋଲ ଏବଂ ଡିଜେଲ ସହିତ ଦେଶରେ ଘରୋଇ ଏଲପିଜି ସିଲିଣ୍ଡର!-->…
