Odia News Portal
Browsing Tag

gajapati

ଗଜପତି ପରେ ଗଞ୍ଜାମରେ ମୁଖ୍ୟ ସଚିବ ଓ 5T ସଚିବ, ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ କରୁଛନ୍ତି ସମୀକ୍ଷା

ଗଜପତିରେ ମୁଖ୍ୟ ସଚିବ ଓ 5T ସଚିବ। କେତେବାଟ ଆଗେଇଛି ଗଜପତି ଜିଲ୍ଲା ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ। ଗଜପତି ଜିଲ୍ଲା ଗସ୍ତରେ ଯାଇ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ। ନିର୍ମାଣସ୍ଥଳକୁ ଯାଇ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅଧିକାରୀଙ୍କ ସହ ଆଲୋଚନା…

ବାଇକ୍ ସହ ୧୦ କେଜିରୁ ଅଧିକ ଗଞ୍ଜେଇ ଜବତ, ୨ଜଣଙ୍କୁ ଗିରଫ

ଗଜପତି: ଗଜପତି ଜିଲ୍ଲା ଅଡ଼ବା ପୋଲିସ ସୋମବାର ପାଟ୍ରୋଲିଂ କରୁଥିବା ବେଳେ ଏକ ବାଇକ ସହ ୧୦ କେଜି ୯୦୦ ଗ୍ରାମ୍ ଗଞ୍ଜେଇ ଜବତ କରିଛି। ଏହି ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଏକ ବାଇକ ଡେଙ୍ଗମା ଛକ ଦେଇ ଦ୍ରୁତ ଗତିରେ ଯାଉଥିବା ବେଳେ ସନ୍ଦେହ…

ଆଜି ୧୨ ଘଣ୍ଟିଆ ଗଜପତି ବନ୍ଦ

ପାରଳାଖେମୁଣ୍ଡି: ମମିତା ମେହେରଙ୍କ ପରିବାରକୁ ନ୍ୟାୟ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ଆଜି ବିଜେପି ପକ୍ଷରୁ ୧୨ଘଣ୍ଟିଆ ଗଜପତି ଜିଲ୍ଲା ବନ୍ଦ ପାଳନ କରାଯାଉଛି।  ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରାଯାଉଛି। ଏହାର ପ୍ରଭାବରେ ଗଜପତି ଜିଲ୍ଲାରେ ଦୋକାନ ବଜାର…

ଗଜପତିରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ଗଜପତି: ସ୍ୱାସ୍ଥ୍ୟ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି । ସମସ୍ତଙ୍କ ସ୍ୱାସ୍ଥ୍ୟ ଆମ ଲାଗି ଗୁରୁତ୍ୱପୂର୍ଣ୍ଣ । ଏଭଳି ସ୍ଲୋଗାନ ଦେଇଥିବା ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ ଗୋଟିଏ ଜିଲ୍ଲା ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି । ଏହି ଅବସରରେ ସାମିଲ ହୋଇଛି…

ଆଜି ମୁଖ୍ୟମନ୍ତ୍ରୀଙ୍କ ଗଜପତି ଗସ୍ତ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲ୍ଲା ଗସ୍ତରେ ଯାଉଛନ୍ତି । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ପାରଳାଖେମୁଣ୍ଡିରେ ପହଂଚି ବିଭିନ୍ନ ୭୯୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାଛଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ…

ନଦୀ ପାର ହେଉଥିଲେ, ଭାସିଗଲେ

ଗଜପତି: ନଦୀ ପାର୍ ହେବା ବେଳେ ଭାସିଗଲେ ଯୁବକ। ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ସଇଲଡା ଗାଁରେ ଏହି ଅଘଟଣ ଘଟିଛି। ନିଖୋଜ ଯୁବକ ସଇଲଡା ଗାଁର ଜି.ରାମୁ। ଗତକାଲି ସେ ମହେନ୍ଦ୍ର ତନୟା ନଦୀ ପାର୍ ହେଉଥିବାବେଳେ ପାଣି ସ୍ରୋତରେ ଭାସି ଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଓ ଓଡ୍ରାଫ୍ ଟିମ୍…

୭ ବର୍ଷର ନାବାଳିକାକୁ ଛାତ ଉପରକୁ ଡାକି ନେଇ…

ଗଜପତି: ଦୁଷ୍କର୍ମକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପରେ ମଧ୍ୟ ଥମିବାର ନାଁ ଧରୁନି ଲଜ୍ଜା । ଦେହର ସୁଖ ଲାଗି ବୟସର ତାରତମ୍ୟ ଭୁଲି ଯାଉଛନ୍ତି ନରରାକ୍ଷସ । ତେବେ ଗଜପତି ଜିଲ୍ଲା କାଶୀନଗର ଅଞ୍ଚଳରୁ ଆସିଛି ଏକ ଲଜ୍ଜା ଖବର । ଜଣେ ୭ ବର୍ଷର ନାବାଳିକାଙ୍କୁ ଛାତ ଉପରକୁ ଡାକି…

ଏସିଏଫ ସୌମ୍ୟ ମୃତ୍ୟୁ ମାମଲାରେ ଆଜି ୨ ଜଣଙ୍କ ଜେରା କରୁଛି କ୍ରାଇମବ୍ରାଞ୍ଚ

ଗଜପତି: ପାରଳାଖେମୁଣ୍ଡି ଏସିଏଫ ସେମ୍ୟଙ୍କ ମୃତ୍ୟୁ ମାମଲାରେ ଚାଲଛି ତନାଘନା । ପାରଳା ଏସିଏଫ୍ ସୌମ୍ୟଙ୍କ ମୃତ୍ୟୁ ରହସ୍ୟର ଖିଅ ଖୋଜୁଛି କ୍ରାଇମବ୍ରାଞ୍ଚ । ଆଜି ଚତୁର୍ଥ ଦିନରେ ଆଉ ୨ ଜଣଙ୍କୁ ଜେରା ଚାଲିଛି। ପାରଳାଖେମୁଣ୍ଡି ଥାନାର ଏକ ସ୍ୱତନ୍ତ୍ର କୋଠରୀରେ ଜଣେ ମାଳି ଓ ଜଗୁଆଳୀଙ୍କୁ…

ଏସିଏଫ ସୌମ୍ୟ ମୃତ୍ୟୁ ମାମଲା, ଡିଏଫଓ ଏବଂ ମହିଳା ଓଆଇସିଙ୍କୁ କରାଯିବ ଜେରା

ଗଜପତି: ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁକୁ ନେଇ ନୂଆ ନୂଆ ତଥ୍ୟ ସାମନାକୁ ଆସୁଛି । ଯାହାକୁ ନେଇ ଅନେକ ଚର୍ଚ୍ଚା ମଧ୍ୟ ହେଉଛି । ତେବେ ଏହି ଘଟଣାରେ ଡିଏଫଓଙ୍କ ସମ୍ପୃକ୍ତି ଥିବା ନେଇ ଚର୍ଚ୍ଚା ହେଉଥିବା ବେଳେ ତାଙ୍କୁ ଜେରା କରାଯିବ ବୋଲି ଆଜି ଗଜପତି ଏସପି…

ଚଳିତବର୍ଷ ଛେରା ପହଁରା କରିବେ ଗଜପତି

ପୁରୀ: ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ତେବେ ରଥଯାତ୍ରାରେ ଛେରା ପହଁରା କରିବେ ଗଜପତି ମହାରାଜା । ଆଜି ଏନେଇ ଗଜପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଚଳିତବର୍ଷ ରଥଯାତ୍ରାର ଆଦ୍ୟପର୍ବ ଦେବସ୍ନାନ ପୂର୍ଣ୍ଣିମାରେ ଛେରା ପହଁରା କରିନଥିଲେ…