ଗଞ୍ଜଇ ସହ ବାଇକ୍, କାର୍ ଜବତ, ୩ ଗିରଫ
ସୁବର୍ଣ୍ଣପୁରଜିଲ୍ଲା ପୁଲିସ ପକ୍ଷରୁ ଚାଲିଥିବା ଅପରେସନ ପ୍ରହାରରେ ସଫଳତା ମିଳିଛି। ବିନିକା ଥାନା ପୁଲିସ ୧୦୧ କେଜି ଗଞ୍ଜେଇ ସହ ଏକ ନମ୍ବରବିହୀନ କାର୍, ବାଇକ୍ (ଓଡି ୧୫ ଏବି ୩୮୭୫) ଜବତ କରିଛି। ଏହି କାରବାରରେ ସଂପୃକ୍ତ ଥିବା ଅଭିଯୋଗରେ ଜଣେ ମହିଳା ଓ ୨ ଜଣ ପୁରୁଷଙ୍କୁ…