ଯାନବାହନ ଚଳାଚଳ ଉପରେ ଲାଗିଲା ପ୍ରତିବନ୍ଧକ
ଗଞ୍ଜାମ () କରୋନା ମହାମାରୀ ନିଜର ଉଗ୍ର ରୂପ ଦେଖାଇଛି । ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ଯା ବଢିବାରେ ଲାଗିଛି । ଯାହାକୁ ନଜରରେ ରଖି ଜୁଲାଇ ୩୧ ପର୍ଯ୍ୟନ୍ତ ଜିଲ୍ଲାରେ ଯାନବାହନ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ।
ତେବେ…