Odia News Portal
Browsing Tag

Ganjam

ଜାତୀୟ ପଞ୍ଚାୟତ ପୁରସ୍କାର: ଗଞ୍ଜାମ ଜିଲ୍ଲାକୁ ୬ଟି ପୁରସ୍କାର

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୨ରେ ବିଭିନ୍ନ ବର୍ଗରେ ଗଞ୍ଜାମ ଜିଲ୍ଲାକୁ ୬ଟି ପୁରସ୍କାର ମିଳିଛି । ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକ ଓ ୪ଟି ପଞ୍ଚାୟତ ପୁରସ୍କୃତ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରରେ ସଶକ୍ତିକରଣ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲାର…

ଗଞ୍ଜାମ ଜିଲ୍ଳାରେ ଆରମ୍ଭ ହୋଇଛି ପ୍ରସିଦ୍ଧ ଦଣ୍ଡ ନାଚ ପରମ୍ପରା

ଆରମ୍ଭ ହୋଇଛି ଦଣ୍ଡ ଯାତ୍ରା। ଏବେ ଗାଁ ଗହଳିଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁ ଠି ଦଳ ଦଳ ହୋଇ ମାନସିକଧାରୀ ଦଣ୍ଡୁଆ ମାନେ ଦଣ୍ଡନାଚ ଦେଖାଉଛନ୍ତି। ଆଗକୁ ଆସୁଛି ମହାବିଷୁବ ସଂକ୍ରାନ୍ତି। ପରମ୍ପରା ଅନୁଯାୟର ଏହି ସଂକ୍ରାନ୍ତିର ୨୧ ଦିନ, ୧୮ ଦିନ ଅବା ୧୩ ଦିନ ପୂର୍ବରୁ ପ୍ରତିଟି ସ୍ଥାନରେ…

ପିଲାଙ୍କ ସହ କ୍ଲାସ ରୁମ୍ ରେ ବସି ସ୍ମାର୍ଟସ୍କୁଲର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ

କ୍ଲାସ ରୁମରେ ପିଲାଙ୍କ ସହ ବସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଗଂଜାମ ଜିଲ୍ଲା ଗସ୍ତ କାର୍ୟ୍ୟକ୍ରମ ଅବସରରେ ହିଞ୍ଜିଳିକାଟୁସ୍ଥିତ ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଯାଇ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ଏହା ପରେ ନିଜ ନିର୍ବାଚନ କ୍ଷେତ୍ରରେ ସ୍ମାର୍ଟ ସ୍କୁଲ ରୂପାନ୍ତରଣର…

ଜିଲ୍ଳାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜି ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । BSKY କାର୍ଡ ବଣ୍ଟନ ଶୁଭାରମ୍ଭ ସହ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।…

ତାରାତାରିଣୀ ପୀଠରେ ଅଗ୍ନିକାଣ୍ଡ

ପବିତ୍ର ଦିନରେ ବଡ଼ ଅଘଟଣ, ଗଞ୍ଜାମର ପ୍ରସିଦ୍ଧ ଶକ୍ତିପୀଠ ତାରାତାରିଣୀ ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଦୀପ ଲଗାଇବା ସ୍ଥାନ ବା ଦୀପ ଗୃହରେ ଲାଗିଛି ନିଆଁ । ଫଳରେ ଦୀପ ଗୃହର ଭିତର ପୋଡ଼ି ଯାଇଥିବା ବେଳେ ଦୁଆର ବନ୍ଧ ସବୁ କ୍ଷତି ଘଟିଥିବା ସୂଚନା ମିଳିଛି । ତେବେ ଅଗ୍ନିଶମ…

ଗଂଜାମ ଜିଲ୍ଲାର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କଲେ ୫- ଟି ସଚିବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ୍ ୧୫ ଓ ୧୬ ତାରିଖ ଦୁଇ ଦିନ ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ଓ ଶେରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ…

ଶେରଗଡ ବ୍ଲକର ବିଭିନ୍ନ ସ୍କୁଲ ପରିଦର୍ଶନ କରି ସ୍ମାର୍ଟ କ୍ଲାସର ସ୍ଥିତି ପରଖିଲେ ୫-ଟି ସଚିବ

ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ୫-ଟି ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ତଥା ହିଞ୍ଜିଳିରେ ଗତକାଲି କିଛି ସ୍କୁଲକୁ ଯାଇ ପରିଦର୍ଶନ କରିବା ସହ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ । ତେବେ ଆଜି ଶେରଗଡ଼ ବ୍ଲକର ୨୭ଟି ସ୍କୁଲର…

ଆକ୍ସନ ମୁଡ୍‌ରେ ପାଟପୁର ପୋଲିସ

ଗଞ୍ଜାମ: ଆକ୍ସନ ମୁଡ୍‌ରେ ଗଞ୍ଜାମ ଜିଲ୍ଲା ପାଟପୁର ପୋଲିସ । ବେଆଇନ ଭାବେ ଚାଲିଥିବା ଫ୍ୟାକ୍ଟ୍ରି ଉପରେ କରିଛି ଚଢ଼ାଉ । ବେଆଇନ ଭାବେ ନାମୀ ଦାମୀ କମ୍ପାନୀର କୋଲଡ୍ରିଙ୍କ, ପାଣୀ ଓ କୁରକୁରି ତିଆରି କରି ମାର୍କେଟକୁ ପଠାଉଥିବା କମ୍ପାନୀ ଉପରେ ଚଢ଼ାଉ । ପୋଲିସ ଚଢ଼ାଉ କରି ପେକିଙ୍ଗ ମେସିନ,…

ମୃତ୍ୟୁ ପରେ ଶବ ଖୋଜୁଛି ଚାରି କାନ୍ଧର ସାହାରା

ଗଞ୍ଜାମ: କରୋନା ସମୟରେ ମରି ଯାଉଛି ମାନବିକତା । ମୃତ୍ୟୁ ପରେ ଯୁଇ ଯାତ୍ରା ପର୍ଯ୍ୟନ୍ତ ଶବକୁ ମିଳୁଛି ନା ସମ୍ମାନ ନା ଆତ୍ମୀୟ ମାନଙ୍କ ଚାରି କାନ୍ଧର ସାହାରା ।କିଛି ଏହିଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲ୍ଲା ପାତ୍ରପୁର ଗ୍ରାମରେ । ସୂଚନା ଅନୁଯାୟୀ, ପାତ୍ରପୁର…

ଆହତ ଅବସ୍ଥାରେ ହରିଣ ଉଦ୍ଧାର

ଗଞ୍ଜାମ: ଜଙ୍ଗଲ କ୍ଷୟ କାରଣରୁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ତେବେ ସେମାନଙ୍କୁ କେତେକ ଖଳପ୍ରକୃତିର ଲୋକ ଶିକାର କରୁଥିବା ମଧ୍ୟ ବହୁ ସମୟରେ ନଜର ରହିଛି । ସେହିପରି ସୋମବାର ଅପରାହ୍ନ ୧:୫୦ ମିନିଟରେ ଏକ ହରିଣ ଦୁର୍ଘଟଣା ଅବସ୍ଥାରେ କୋଦଳା- ଖଲ୍ଲିକୋଟ ମୁଖ୍ୟ ରାସ୍ତା ଇଣ୍ଡିଆନ…