Odia News Portal
Browsing Tag

gas silinder

ପୁଣି ବଢିଲା ଗ୍ୟାସ ସିଲିଣ୍ଡର ଦାମ୍‌

ପେଟ୍ରୋଲ ଓ ଡିଜେଲ ବଢୁଥିବା ଦାମ ମଧ୍ୟରେ ପୁଣି ତୈଳ କମ୍ପାନୀମାନେ ରୋଷେଇ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି କରିଛନ୍ତି  । ସୂଚନା ମୁତାବକ ବ୍ୟବସାୟୀକ ଗ୍ୟାସ ସିଲିଣ୍ଡରର ଦାମ ବୃଦ୍ଧି ହୋଇଛି । ୧୯ କେଜି ସିଲିଣ୍ଡର ଉପରେ ୭୩.୫୦ ଟଙ୍କା ବୃଦ୍ଧି କରାଯାଇଛି । ଏପଟେ ଘରୋଇ ଗ୍ୟାସ ସିଲିଣ୍ଡରର…