Odia News Portal
Browsing Tag

girls to take pledge against love marriage

ପ୍ରେମ ଦିବସରେ ଶିକ୍ଷକ କରାଇଲେ ଶପଥ, କରିବେ ନାହି ପ୍ରେମ କି ପ୍ରେମ ବିବାହ

ମହାରାଷ୍ଟ୍ର() ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଯେଉଁଠାରେ ଭାଲେଣ୍ଟାଇନ୍ସ ଡେ’ ଅବସରରେ ପିଲାମାନଙ୍କୁ ଶିକ୍ଷକ ପ୍ରେମ କରିବାକୁ ବାରଣ କରିଥିବା ବେଳେ ପ୍ରେମ ବିବାହ ନ କରିବାକୁ ଶପଥ ଦେଇଛନ୍ତି। ଏହାସହ ଯେଉଁ ପୁଅ ଯୌତୁକ ମାଗୁଥିବ ସେଭଳି ପୁଅଙ୍କୁ ମଧ୍ୟ ବିବାହ ନ କରିବାକୁ ଶପଥ କରାଯାଇଛି।…