ଭାଇଭଉଣୀଙ୍କ ସହ ସଚିବାଳୟ ଗଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର() ରାଜ୍ୟ ସଚିବାଳୟ ଠାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଭାଇ ପ୍ରେମ ପଟ୍ଟନାୟକ ଓ ବଡ ଭଉଣି ଗୀତା ମେହେଟ୍ଟାଙ୍କୁ ଦେଖିବାକୁ ମିଳିଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି କ୍ରମାଗତ ପଂଚମଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପରେ ଶପଥ…