ହାଇକୋର୍ଟରେ ସରକାରଙ୍କ ସତ୍ୟପାଠ: ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ
ପ୍ରଚଳିତ ଆଇନ ଅନୁସାରେ ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅବଗତ କରିଛନ୍ତି। ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ, ୧୯୬୦ର ଧାରା ୩ ଅନୁସାରେ ରାଜ୍ୟରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ବୋଲି ସରକାରଙ୍କ ତରଫରୁ ହାଇକୋର୍ଟରେ ଦାଖଲ ସତ୍ୟପାଠରେ ଉଲ୍ଲେଖ…