ଯାତ୍ରୀଙ୍କ ସୁରକ୍ଷା ପାଇଁ ଜାହାଜକୁ ବାରଣ
ଗୋପାଳପୁର ବନ୍ଦରର ସମ୍ପ୍ରସାରଣ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଜାରି ରହିଥିବାରୁ ଏଠାକୁ ପର୍ଯ୍ୟଟକ ଜାହାଜ ଆସିବା ସମ୍ଭବପର ହେଲାନାହିଁ । ଏଥି ସହିତ ଏହି ବନ୍ଦରଟି ଯାତ୍ରୀବାହୀ ଜାହାଜ ଚଳାଚଳ ପାଇଁ ନିର୍ମାଣ ହୋଇନଥିବାରୁ ଏଭଳି ସ୍ଥିତି ଉପୁଜିଥିବା ଜଣାଯାଇଛି ।
ସୂଚନା ଅନୁଯାୟୀ…