Odia News Portal
Browsing Tag

gopalpur

କଣ ରହିଛି ବାତ୍ୟାର ସ୍ଥିତି

ବାତ୍ୟା ଜୱାଦକୁ ନେଇ ଏସଆରସି ପ୍ରଦୀପ ଜେନାଙ୍କ ପ୍ରେସମିଟ୍ । ଜୱାଦ ଓଡ଼ିଶା ଉପକୂଳକୁ ଛୁଇଁବା ବେଳକୁ ଏହା ତୀବ୍ର ଅବପାତରେ ପରିଣତ ହୋଇଥିବ । ଯେଉଁଥିପାଇଁ ପବନର ବେଗ କମ ରହିବା ସହ ବର୍ଷାର ପରିମାଣ ବଢିପାରେ ବୋଲି କହିଛନ୍ତି ଏସଆରସି । ଏହାସହ ଜୱାଦ ବାବଦରେ ସୂଚନା ଦେଇ ଏସଆରସି କହିଛନ୍ତି,…

ଗୋପାଳପୁରରେ ଅଶାନ୍ତ ହେଉଛି ସମୁଦ୍ର

ବ୍ରହ୍ମପୁର: ବାତ୍ୟା ପୂର୍ବରୁ ଅଶାନ୍ତ ହେଲାଣି ସମୁଦ୍ର । ଗୋପାଳପୁରଠାରୁ ଆଉ ମାତ୍ର ୫୯ କିମି ଦୂରରେ ରହିଛି ସାମୁଦ୍ରିକ ଝଡ଼ । ସାମୁଦ୍ରିକ ଝଡ଼ 'ଗୁଲାବ୍'ର ପ୍ରଭାବରେ ରାଜ୍ୟର ଏକାଧିକ ସ୍ଥାନ ସମେତ ଗଂଜାମ ଜିଲ୍ଲା ଗୋପାଳପୁରରେ ମଧ୍ୟ ଆଜି ସକାଳ ଠାରୁ ଝିପିଝିପି ବର୍ଷା ଲାଗି ରହିଛି ।…

ବିଜୁ ଯୁବ ଛାତ୍ର ଜନତା ଦଳର କର୍ମୀଙ୍କୁ ଭେଟିଲେ ଗୋପବନ୍ଧୁ

ବ୍ରହ୍ମପୁର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଗୋପାଳପୁର ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଗୋପବନ୍ଧୁ ଦାସଙ୍କ ସହ ବ୍ରହ୍ମପୁର ମହାନଗର ବିଜୁ ଯୁବ ଓ ଛାତ୍ର ଜନତା ଦଳ ସୌଜନ୍ୟମୂଳକ ସାକ୍ଷାତ କଲେ। ଏଥିରେ ବ୍ରହ୍ମପୁର ମହାନଗର ଯୁବ ସଭାପତି ଅଜିତ କୁମାର…

ଗୋପାଳପୁରରେ ଟାଟା ପ୍ୟାକେଜିଂ ୟୁନିଟ୍‌ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସି ଜରିଅ ଗୋପାଳପୁର ନିକଟ ରଙ୍ଗେଇଲୁଣ୍ଡ ଠାରେ ଟାଟା କମ୍ପାନୀର ଏକ ପ୍ୟାକେଜିଂ ୟୁନିଟ ଉଦ୍ଘାଟନ କରିଛନ୍ତି। ଆଜିର ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ,ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଟି ଏଓ,ଉପଜିଲ୍ଲାପାଳ ୱି…