Odia News Portal
Browsing Tag

governer

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ରାଜ୍ୟପାଳ

ଡେରାଡୁନ୍: ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣି ମୌର୍ୟ୍ୟ ଇସ୍ତଫା ଘୋଷଣା କରିଛନ୍ତି । ଏଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମାହଲ ବେଶ ସରଗରମ ହୋଇ ଉଠିଥିଲା । ତାଙ୍କର ଇସ୍ତଫା ପତ୍ରକୁ ଅନୁମୋଦନ ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ପାଖକୁ ପଠାଇଥିବାର ସୂଚନା ମିଳିଛି । …

କର୍ଣ୍ଣାଟକ ରାଜ୍ୟପାଳ ଭାବେ ଶପଥ ନେଲେ ଥାୱରଚାନ୍ଦ ଗେହଲେଟ୍‌

ବାଙ୍ଗାଲୋର: ଭେଟେରାନ୍ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଥାୱରଚାନ୍ଦ ଗେହଲଟ୍ ରବିବାର ଦିନ କର୍ଣ୍ଣାଟକର ୧୯ ତମ ରାଜ୍ୟପାଳ ବାଜୁଭାଇ ରୁଦାଭାଇ ଭାଲାଙ୍କ ଉତ୍ତରାଧିକାରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।୭୩ ବର୍ଷୀୟ ଗେହଲଟ୍ କେନ୍ଦ୍ରରେ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ…

ବଦଳିଲେ ୮ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ: ୮ ରାଜ୍ୟରେ ନୂଆ ରାଜ୍ୟାପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ସତ୍ୟଦେବ ନାରାୟଣ ହେଲେ ତ୍ରିପୁରା ରାଜ୍ୟପାଳ । ରମେଶ ବୈଶ୍ୟ ହେଲେ ଝାଡ଼ଖଣ୍ଡ ରାଜ୍ୟପାଳ । ବନ୍ଦାରୁ ଦତ୍ତାତ୍ରେୟ ହେଲେ ହରିୟାଣା ରାଜ୍ୟପାଳ । କର୍ଣ୍ଣାଟକର ରାଜ୍ୟପାଳ ହେଲେ ଥାୱରଚନ୍ଦ ଗେହଲଟ । ମିଜୋରାମ…