ପିଆଜ ରପ୍ତାନୀ ଉପରେ ରୋକ୍ ଲଗାଇଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ() ପିଆଜ ଦର ବୃଦ୍ଧି ରୋକିବାକୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତି । ପିଆଜ ରପ୍ତାନୀ ଉପରେ ରୋକ୍ ଲଗାଇଲେ କେନ୍ଦ୍ର ସରକାର । କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ତରଫରୁ ଏହି ନିଷ୍ପତି ନିଆଯାଇଛି । ପିଆଜ ଦର କିଲୋ ପିଛା ୭୦ ପାର ହେବା ପରେ ଲୋକେ ପିଆଜ ଖାଇବା ଛାଡ଼ି…