୭୫% କର୍ମଚାରୀରେ ଚାଲିବ ସରକାରୀ ଅଫିସ୍
ଭୁବନେଶ୍ୱର: ଜାନୁଆରୀ ମାସ ପାଇଁ ସରକାରୀ ଅଫିସ୍ ଚାଲିବା ନେଇ ଜିଏ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁସାରେ, ଭୁବନେଶ୍ୱର, କଟକରେ ଥିବା ସବୁ ବିଭାଗୀୟ ଓ ଅଧସ୍ତନ ଅଫିସ ୭୫% କର୍ମଚାରୀଙ୍କୁ ନେଇ ଚାଲିବ । ଏହାସହ ଜରୁରୀ କାର୍ଯ୍ୟରେ ନିୟୋଜିତ ଅଫିସ୍ର ସମସ୍ତ!-->…