Odia News Portal
Browsing Tag

green tea

ଜାଣନ୍ତୁ ‘ଗ୍ରୀନ୍-ଟି’ର ଫାଇଦା

ନିୟମିତ ଗ୍ରିନ୍‌ ଟି ପିଇବା ସ୍ୱାସ୍ଥ୍ୟ ପାଇଁ ବେଶ୍‌ ଉପଯୋଗୀ । ଶୀତଦିନେ ଏହା ଶରୀର ପାଇଁ ଲାଭଦାୟକ ହୋଇଥାଏ । ଏଥିରେ ଆଣ୍ଟି-ଅକ୍ସିଡ଼ାଣ୍ଟ ଏବଂ ଆଲ୍‌କାଲଏଡ୍‌ର ପରିମାଣ ଅଧିକ ଥିବାରୁ ଏହା ଶରୀର ଉପରେ ସକାରାତ୍ମକ ପ୍ରଭାବ ପକାଇଥାଏ । ଗ୍ରିନ୍‌ ଟିରେ ଭରପୂର ମାତ୍ରାରେ ଭିଟାମିନ୍‌ ଏ,…