Odia News Portal
Browsing Tag

Guidelines

ଆସିଲା ଅକ୍ଟୋବର ମାସ ଲାଗି କୋଭିଡ୍ ଗାଇଡଲାଇନ୍

ଭୁବନେଶ୍ୱର: କରୋନା ପାଇଁ ଗାଇଡଲାଇନ ଆଣିଛନ୍ତି ରାଜ୍ୟ ସରକାର । ନୂଆ ଗାଇଡଲାଇନ ନେଇ ଏସଆରସି ପ୍ରଦୀପ ଜେନା ସୂଚନା ପ୍ରଦାନ କରିଛନ୍ତି । ଗାଇଡଲାଇନ ଅନୁଯାୟୀ, ରାଜ୍ୟର ସମସ୍ତ ପୌରାଂଚଳରେ ନାଇଟ କର୍ଫ୍ୟୁ ଜାରି ରହିବ ସମସ୍ତ ପୌରାଂଚଳରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ କର୍ଫ୍ୟୁ ରହିବ