ଅନୁଭବଙ୍କ ନାଁରେ ମାମଲା ରୁଜୁ
କଟକ() ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ଅଭିଯୋଗ। ଜଣେ ମହିଳା ସାମ୍ବାଦିକଙ୍କୁ ସାଂସଦ ଅନୁଭବ ମହାନ୍ତିଙ୍କ ଦୁର୍ବ୍ୟବହାର କରିଥିବାର ଅଭିଯୋଗ ହୋଇଛି। ଏନେଇ କଟକ ପୁରୀଘାଟ ଥାନାରେ ଅନୁଭବଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି।
ଏତଲାନୁଯାୟୀ ସମ୍ପୃକ୍ତ ମହିଳାଙ୍କୁ ଅନୁଭବଙ୍କ…