Odia News Portal
Browsing Tag

headless dead body found

କଟାମୁଣ୍ଡ ମାମଲା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର: ରାଜଧାନୀରେ ମୁଣ୍ଡବିହୀନ ହତ୍ୟା ମାମଲାର ସିନ ରିକ୍ରିଏସନ କଲା ପୋଲିସ । ହତ୍ୟାର ୨ ଅଭିଯୁକ୍ତଙ୍କୁ ଧରି ଫୁଲେଶ୍ୱରୀ ବସ୍ତିକୁ ନେଇ ସିନ ରିକ୍ରିଏସନ କଲା ପୋଲିସ । ପୁଷ୍ପଲତାଙ୍କୁ ସଂଜୟ କିପରି ହତ୍ୟା କରିଥିଲା ସେ ନେଇ ଗୋଟି ଗୋଟି କରି ଡୋମୋ ଦେଖାଇଛି ଅଭିଯୁକ୍ତ । …

ଖୋଲିଲା ମୁଣ୍ଡବିହୀନ ମହିଳାଙ୍କ ମର୍ଡର ମିଷ୍ଟ୍ରି

ଭୁବନେଶ୍ୱର: ମୁଣ୍ଡବିହୀନ ମହିଳାଙ୍କ ହତ୍ୟା ରହସ୍ୟ ଉପରୁ ପର୍ଦ୍ଦା ହଟିଛି | ପ୍ରେସମିଟ ଜରିଆରେ ରହସ୍ୟର ଖୁଲାସା କଲେ ପୋଲିସ କମିଶନର ସୁଧାଂଶୁ ଷଢଙ୍ଗୀ |ପୋଲିସ କମିଶନର କହିଥିଲେ କି,ଏହା ଏକ ଜଘନ୍ୟ ଓ ରହସ୍ୟମୟୀ ହତ୍ୟାକାଣ୍ଡ ଥିଲା | ମୃତ ମହିଳାଙ୍କ ପରିଚୟ ଜାଣିବା ଆମ ପାଇଁ ସବୁ ଠାରୁ ବଡ…

ମୁଣ୍ଡବିହୀନ ମହିଳାଙ୍କ ମର୍ଡର ମିଷ୍ଟ୍ରି, ୨ ଅଟକ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରୁ ଅନ୍ଧାରୁଆରୁ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ପୋଲିସ ହାତରେ ବଡ ସଫଳତା | ପୋଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଥିବା ସମୟରେ ଘଟଣାରେ ୨ଅଭିଯୁକ୍ତଙ୍କୁ ଅଟକ ରଖିଛି ପୋଲିସ । ତେବେ ଘଟଣାରେ ଅଧିକ ଛାନଭିନ ପାଇଁ ୨ ଅଭିଯୁକ୍ତଙ୍କୁ ଘଟଣା ସ୍ଥଳକୁ…

ମିଳିଲା ମୁଣ୍ଡବିହୀନ ମହିଳାଙ୍କ ପରିଚୟ…

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠରୁ ଅନ୍ଧାରୁଆରୁ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ଏବେ ପୋଲିସକୁ ମୃତ ମହିଳାଙ୍କ ପରିଚୟ ମିଳିଛି। ମହିଳାଙ୍କ ଡିଜିଟାଲ୍ ଫିଙ୍ଗର ପ୍ରିଣ୍ଟରୁ ପରିଚୟ ମିଳିଛି । ମୃତ ମହିଳା ଭୁବନେଶ୍ୱରର ବୋଲି ଜଣାପଡିଛି । ଖୁବଶୀଘ୍ର ସମସ୍ତ ତଥ୍ୟ କମିଶନରେଟ୍‌ ପୋଲିସ…

ପରିଚୟ ଦେଲେ ମିଳିବ ୫୦ ହଜାର

ଭୁବନେଶ୍ୱର: ରାଜଧାନୀରେ ଘଟିଥିବା ବିଭତ୍ସ ହତ୍ୟାକାଣ୍ଡ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଥିବା ସମୟରେ ମହିଳାଙ୍କୁ ଚିହ୍ନଟ ପାଇଁ ପୁରସ୍କାର ରାଶି ଘୋଷଣା କରାଯାଇଛି | କିଛିଦିନ ତଳେ ଭୁବନେଶ୍ୱର ନିକଟ ଚନ୍ଦକା ଥାନା ଅନ୍ଧାରୁଆ ଦାସପୁର ରାସ୍ତା କଡରୁ ମହିଳାଙ୍କ ମୁଣ୍ଡବିହୀନ…

ରାଜଧାନୀରେ ମହିଳାଙ୍କ ମୁଣ୍ଡବିହୀନ ଶବ

ଭୁବନେଶ୍ୱର: ରାଜଧାନୀରେ ବିଭତ୍ସ ହତ୍ୟା |ରାସ୍ତା କଡରୁ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଉଦ୍ଧାର । ରାଜଧାନୀ ନିକଟ ଚନ୍ଦକା ଥାନା ଅନ୍ଧାରୁଆ ଦାସପୁର ରାସ୍ତା କଡରୁ ମିଳିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ । ଘଟଣାସ୍ଥଳରେ କମିଶନରେଟ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ଏହି…