Odia News Portal
Browsing Tag

hearing-for-bail-petition-sri-maharathi-adjourned

ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଲା

ଭୁବନେଶ୍ୱର() ଘୁଞ୍ଚିଲା ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି । ଆସନ୍ତା ୨୭ ତାରିଖରେ ପରବର୍ତ୍ତୀ ଶୁଣାଣି କରାଯିବ ।୨୨ ତାରିଖରେ ପିପିଲିରୁ ଗିରଫ ହେଲା ପରେ ମହାରଥୀଙ୍କୁ ଭୁବନେଶ୍ୱର ସ୍ୱତନ୍ତ୍ର ଅଦାଲତରେ ହାଜର କରାଯାଇଥିଲା। ସେଠାରେ ତାଙ୍କର ଜାମିନ ଆବେଦନ ଶୁଣାଣିକୁ ୨୪ ତାରିଖ ପର୍ୟ୍ୟନ୍ତ…