Odia News Portal
Browsing Tag

Heat wave in bhubaneswar

ରାଜ୍ୟରେ ଆହୁରି କଲବଲ କରିବ ତାତି, ୪୧ ଡିଗ୍ରୀ ସହ ଟିଟିଲାଗଡ଼ ରାଜ୍ୟର ସବୁଠୁ ଉତ୍ତପ୍ତ

ରାଜ୍ୟରେ ଆହୁରି କଲବଲ କରିବ ତାତି। ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ବଢିବ ପାରଦ । ବିଶେଷକରି ଆଭ୍ୟନ୍ତରୀଣ ଡ଼ିଶାରେ ୪୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇପାରେ। ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ୱାଭାବିକଠାରୁ ୨ଡିଗ୍ରୀ ତାପମାତ୍ରା ବଢିପାରେ। ପଶ୍ଚିମ ଓଡ଼ିଶାରେ ପାରା…

ମାର୍ଚ୍ଚ ରୁ ମେ’ ରାଜ୍ୟରେ ଭୀଷଣ ତାତି

ଭୁବନେଶ୍ବର: ଫେବୃଆରୀ ଶେଷ ନହେଉଣୁ ରାଜ୍ୟରେ ଆରମ୍ଭ ହୋଇଯାଇଛି ଭୀଷଣ ତାତି । ମାର୍ଚ୍ଚ ପହିଲା ବେଳକୁ ୪୦ ଡିଗ୍ରୀ ଉପରେ ବିଭିନ୍ନ ସହରର ତାପମାତ୍ରା । ତେବେ lଖାଲି ଓଡ଼ିଶା ନୁହେଁ, ଓଡ଼ିଶା ସୀମାରେ ଥିବା ଛତିଶଗଡ଼ ଏବଂ ଆନ୍ଧ୍ରପ୍ରଦେଶରେ ମଧ୍ୟ ତାତି ଅସହ୍ୟ ହେବ । ଏହ ସହ କୋଙ୍କଣ ଗୋଆ ଓ…

ମାର୍ଚ୍ଚ ପହିଲାରୁ ସକାଳୁଆ ସ୍କୁଲ୍

ଫେବ୍ରୁଆରି ଆରମ୍ଭ ରାଜ୍ୟରେ ଅସହ୍ୟ ଗରମ ।ରାଜଧାନୀ ଭୁବନେଶ୍ଵର ପାଲଟିଛି ଦେଶର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟ ସହରଗୁଡ଼ିକର ତାପମାତ୍ରା ବି ଅନୁରୂପ ଭାବେ ବଢ଼ି ଚାଲିଛି । ଆଗକୁ ସ୍ଥିତି ଆହୁରି ବିଗିଡ଼ିବାର ଆଶଙ୍କା ଥିବା ନେଇ ପାଣିପାଗ ବିଭାଗ ଓ ସ୍ବତନ୍ତ୍ର ରିଲିଫ୍‌…

ଜଳୁଛି ରାଜଧାନୀ: ୪୦ ଡିଗ୍ରୀ ଛୁଇଁବ ପାରଦ !

ଭୁବନେଶ୍ୱର: ଲଗାତାର ଦୁଇଦିନ ହେବ ରାଜଧାନୀ ଭୁବନେଶ୍ଵର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଭୁବନେଶ୍ୱର ସର୍ବୋଚ୍ଚ ତାପମାତ୍ରା ୩୯.୪ ଡିଗ୍ରୀ ସେଲସିୟସ୍‌ରେ ଆସି ପହଞ୍ଚିଛି । ତେବେ ପାଣିପାଗ ବିଭାଗ ଅନୁମାନ ଲଗାଇଛି ଯେ, ଆଗକୁ ତାପମାତ୍ରା ଆହୁରି ବୃଦ୍ଧି ପାଇବ । ୨/୩ ଦିନ…