ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ଆଜି କିଛି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ ରହିଛି । ରାଜ୍ୟରେ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡି ହେବା ପୂର୍ବାନୁମାନ କରି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ନୂଆପଡା,!-->…