Odia News Portal
Browsing Tag

heavy-rain

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ପୂଜା । ତେବେ ପୂଜାରେ ଗାଇଡଲାଇନ ପୂଜା କରିବା ଲାଗି ସରକାର ଘୋଷଣା କରିଛନ୍ତି । ସେପଟେ କିନ୍ତୁ ଲଘୁଚାପ ଆସୁଥିବାରୁ ପୂଜାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସୁଛି ଆଉ ଏକ ଲଘୁଚାପ। ଚଳିତବର୍ଷ ପାର୍ବଣ ଫିକା ପଡ଼ିବ ଯାହା ଜଣାପଡୁଛି। ଅକ୍ଟୋବର ତୃତୀୟ ସପ୍ତାହରେ…

ପୁଣି ଫେରୁଛି ବର୍ଷା, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: କିଛିଦିନର ବିରତି ପରେ ପୁଣି ଫେରିଛି ବର୍ଷା । ରାଜ୍ୟରେ ଆଗାମୀ କିଛି ଦିନ ପର୍ୟ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ଉପକୂଳ ଓଡ଼ିଶା , ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି…

ସିମଲାରେ ବର୍ଷା ତାଣ୍ଡବ, ଭୁଶୁଡ଼ିଲା ୮ ତାଲା କୋଠା

ନୂଆଦିଲ୍ଲୀ: ବର୍ଷା ତାଣ୍ଡବ । ଭୂସ୍ଖଳନ ଲାଗି ଭୁଶୁଡ଼ିଲା କୋଠା । ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ । ପ୍ରବଳ ବର୍ଷା ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ଖାସ୍ କରି ପାହାଡ଼ିଆ ଅଞ୍ଚଳରେ ସ୍ଥିତି ଅଧିକ ଖରାପ…

୨୬ରୁ ପୁଣି ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖଠାରୁ ପୁଣି ଥରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଲଘୁଚାପ ପ୍ରଭାବରେ ଏହି ବର୍ଷା ହେବା ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ୨୬-୨୮ ତାରିଖ ପର୍ୟ୍ୟନ୍ତ ବର୍ଷା ହେବ। ବିଶେଷ କରି ଦକ୍ଷିଣ, ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ଅତି ପ୍ରବଳ…

ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବୁଧବାର ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଅଧିକ ରହିବାର ଥିବାବେଳେ ସମ୍ବଲପୁର, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ଦେବଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।…

ପ୍ରବଳ କୁଟିବ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ପୂର୍ବ ବର୍ଷାରେ ବେହାଲ ହୋଇଥିବା ଓଡ଼ିଶା ଅଣ୍ଟା ସଳଖୁଥିବା ବେଳେ ପୁଣି ଫେରୁଛି ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଥିବା ଘୂର୍ଣ୍ଣିବଳୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା…

୨୬ରୁ ପୁଣି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୬ ତାରିଖ ଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଆସନ୍ତା ୩ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାର କିଛି ସ୍ଥାନରେ ପ୍ରବଳର ବର୍ଷା ହେବ । ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୫ ଜିଲ୍ଲା ସମେତ କଟକ…

ରାଜ୍ୟରେ ଲଗାଣ ବର୍ଷାରେ ୨୦ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର: ବେହାଲ କରିଛି ବର୍ଷା । ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ୨୦ ଜିଲ୍ଲାର ୧୧୧ ବ୍ଲକ ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁସାରେ ୬ ହଜାର ୬୯୬ଟି ଗାଁ ଏବଂ ୨୭ଟି ପୌରାଞ୍ଚଳ ପ୍ରଭାବିତ ହୋଇଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରୁ ୪ ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୨୦ ଲକ୍ଷ ୪୬…

ଆଜି ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ ଭୁବନେଶ୍ୱର । ବର୍ଷା ଛାଡ଼ିବାର ନାଁ ଧରୁନି । ସବୁଠି ଖାଲି ପାଣି ପାଣି । ପ୍ରାଣୀ ଉଦ୍ୟାନ ନ୍ଦନକାନନରେ ପାଣି ଭରି ରହିଛି । ନନ୍ଦନକାନନର ୪ଟି ସଫାରୀ ସମେତ ବୋଟିଂକୁ ବି ବନ୍ଦ କରିଦିଆଯାଇଛି ।ପର୍ୟ୍ୟଟକ ଓ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ଆଜି ଏହାକୁ ବନ୍ଦ…