ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ପ୍ରାକ୍ ମୌସୁମୀ ପ୍ରଭାବରେ ଆଜିଠୁ ବର୍ଷା । ତେବେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଦକ୍ଷିଣ!-->…