Odia News Portal
Browsing Tag

heavy-rain

୨ ଦିନ ଧରି ପ୍ରବଳ ବର୍ଷା

ଭୁବନେଶ୍ବର()   ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହୋଇପାରେ। ଏହାର ପ୍ରଭାବରେ ଆସନ୍ତା ୨ ଦିନ ଧରି ଦକ୍ଷିଣ ଓ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବ।”ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ…

କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର()  ୧୪ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ ବୋଲ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହା ସହ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ତାସହ ଆଜି ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୧୧ଟି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ସୂଚନା ଜାର କରିଛି…