ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ: ଦିନକରେ ୩୦୦ ମିମି ବର୍ଷା, ରେଡ୍ ଆଲର୍ଟ, ୬ ମୃତ, ୩ ଶହ ଉଦ୍ଧାର
ମଙ୍ଗଳବାର ମୁମ୍ବାଇରେ ପ୍ରବଳ ବର୍ଷା ଯୋଗୁଁ ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ଲୋକାଲ ଟ୍ରେନ୍ ବିଳମ୍ବିତ ହେବା ଓ ସଡ଼କ ଯାତାୟାତ ଗୁରୁତର ଭାବେ ବାଧାପ୍ରାପ୍ତ ହେବାରୁ ସହର ପ୍ରାୟ ଠପ୍ ହୋଇଯାଇଛି। ବର୍ଷାଜନିତ କାରଣ ପାଇଁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପାଣିଘେରରେ ଥିବା ବିପଦଗ୍ରସ୍ତ…