Odia News Portal
Browsing Tag

helmet checking

କାଲିଠୁ ଡବଲ ହେଲମେଟ୍ ବାଧ୍ୟତାମୂଳକ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବାଧ୍ୟତାମୂଳକ ହେବ ଡବଲ ହେଲମେଟ । ନୂଆବର୍ଷରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବା ସହ କଡା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ । ଏନେଇ ରାଜ୍ୟ ସଡକ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ବାଇକ ପଛରେ…