Odia News Portal
Browsing Tag

helth

ଅନିଲ କପୁର ଅଛନ୍ତି ଅସୁସ୍ଥ, ଜର୍ମାନୀରେ ଚାଲିଛି ଚିକିତ୍ସା

ଅସୁସ୍ଥ ହୋଇ ପଡ଼ିଛନ୍ତି ବଲିଉଡର ମିଷ୍ଟର ଝକାସ ଅନିଲ କପୁର । ୬୦ ପରେ ବି ଚଳଚଞ୍ଚଳ ରହୁଥିବା ତଥା ସବୁବେଳେ ବିନ୍ଦାସ ରହୁଥିବା ମିଷ୍ଟର ଇଣ୍ଡିଆ ଏବେ ଚିକିତ୍ସା ନିମନ୍ତେ ଜର୍ମାନୀରେ ଅଛନ୍ତି। ଏକ ଭିଡଓ ଶେଆର କରି ଏ ନେଇ ନିଜ ଫ୍ୟାନ୍ସଙ୍କୁ ସୂଚନା ଦେଇଛନ୍ତି ଏଭରଗ୍ରୀନ୍‌ ଅନିଲ କପୁର। …

ରାଜ୍ୟରେ ପହଞ୍ଚିବ କୋଭିସିଲ୍ଡ ଟିକାର ଆଉ ଏକ ଲକ୍ଷ ଡୋଜ୍‌

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଟିକାକରଣ । ପ୍ରଥମେ ପ୍ରଥମେ ଲୋକେ ଟିକା ନେବାଲାଗି ଡରୁଥିବା ଏବେ ଆଗ୍ରହର ସହ ଟିକା ନେଉଥିବା ଦେଖିବାକୁ ମିଳୁଛି । ବୁଧବାର ରାଜ୍ୟରେ ପହଞ୍ଚିବ କୋଭିସିଲ୍ଡ ଟିକାର ଆଉ ୧ ଲକ୍ଷ ଡୋଜ । ଜୁନ ମାସରେ ୧୯ ଲକ୍ଷ୫୮ହଜାର ୩୭୦ ଟିକା ରାଜ୍ୟକୁ କେନ୍ଦ୍ର ସରକାର…

ଘରକୁ ଘର ବୁଲି ସର୍ଭେକୁ ଆହୁରି ତ୍ୱରାନ୍ୱିତ କରିବା ଲାଗି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟରେ ସଂକ୍ରମଣ ହାର ୫…