Odia News Portal
Browsing Tag

Hemananda biswal

ହେମାନନ୍ଦ ବିଶ୍ୱାଳଙ୍କୁ ଗାର୍ଡ ଅଫ ଅନର ସହ ଶ୍ରଦ୍ଧାଞ୍ଜଳି

ପରଲୋକରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ । ୮୩ ବର୍ଷ ବୟସରେ ମୃତ୍ୟୁ ବରଣ କରିଛନ୍ତି ହେମାନନ୍ଦ । ଗତକାଲି ହେମାନନ୍ଦଙ୍କ ମୃତ୍ୟୁ ପରେ ସାରା ଓଡ଼ିଶାରେ ଖେଳି ଯାଇଥିଲା ଶୋକର ଛାୟା । ଆଜି ବିଧାନସଭାରେ ସ୍ୱର୍ଗତ ହେମାନନ୍ଦ ବିଶ୍ବାଳଙ୍କୁ ଗାର୍ଡ

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଦେହାନ୍ତ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ପରଲୋକ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଝାରସୁଗୁଡ଼ାର ନିଜ ଗାଁ ଠାକୁରପଡ଼ାରେ ସେ ଅସୁସ୍ଥ ହୋଇପଡିଥିଲେ । ଚିକତ୍ସା ପାଇଁ ତାଙ୍କୁ