ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ୱ
ଭୁବନେଶ୍ୱର() ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ କେତେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ଉପୁଜିଛି । ତେଣୁ ଏହି ବନ୍ୟା ସ୍ଥିତି ମୁକାବିଲା କରିବା ପାଇଁ ୬ ଆଇଏଏସଙ୍କୁ ଦାୟିତ୍ୱ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ଦାୟିତ୍ୱ ଦିଆଯାଇଛି । ବାଲେଶ୍ୱର ଜିଲ୍ଲା ପାଇଁ…