ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ନେଇ ୩୦ ଯାଏଁ ବଲାଙ୍ଗିର ବନ୍ଦ
ବଲାଙ୍ଗିରରେ ଜୋର ଧରିଲା ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି। ଆଜିଠୁ ୩୦ ତାରିଖ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଓ ସରକାରୀ ଏବଂ ବେସରକାରୀ କାର୍ୟ୍ୟାଳୟ ବନ୍ଦ ରହିବ। ଓକିଲ ସଂଘ ଓ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ସକାଳୁ ସକାଳୁ ଆନ୍ଦଳନକାରୀ ବିଭିନ୍ନ…