Odia News Portal
Browsing Tag

High court

ସତ୍ୟପାଠ ଦାଖଲ କରିବାକୁ ଏଜିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର() କୋଭିଡ -୧୯ ପ୍ରଭାବ ପରିବାରର ଆୟ ଉପରେ ପଡ଼ିଛି  । ଏପରି ସ୍ଥଳରେ ପିଲାଙ୍କ ପାଠପଢ଼ା ଓ ସ୍କୁଲ ଫି’ ଅଭିଭାବକଙ୍କ ନିଦ ହଜାଇ ଦେଇଛି  ।  ତେବେ  ସ୍କୁଲ ଫି’ ହ୍ରାସ ଆବେଦନ ମାମଲାରେ ହାଇକୋର୍ଟ ଆଜି ଶୁଣାଣି କରିଛନ୍ତି ।  ଏହି ପ୍ରସଙ୍ଗରେ ହାଇକୋର୍ଟ ରାଜ୍ୟ ସରକାରଙ୍କ ଠାରୁ…

ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର() ବହୁଚର୍ଚ୍ଚିତ ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ଅସନ୍ତୋଷ ପ୍ରକାଶ କରିଛନ୍ତି ହାଇକୋର୍ଟ । ଏନେଇ ପୋଲିସ ଡିଜିପିଙ୍କୁ ବ୍ୟକ୍ତିଗତ ଭାବେ ହାଜର ହେବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ…

ଓକିଲ ସଂଘ ନିର୍ବାଚନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର()  ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।  ଏପରିକି ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ଶେଷ କରିବା ସହ ଫଳାଫଳ ଘୋଷଣା କରିବାକୁ…

ମୂର୍ତ୍ତି ଉଚ୍ଚତା ଅନୁଧ୍ୟାନ କରିବେ ଏଜି

ଭୁବନେଶ୍ୱର() ହାଇକୋର୍ଟରେ କଟକ ଦୁର୍ଗାପୂଜା ମୂର୍ତ୍ତି ଉଚ୍ଚତା ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ମୂର୍ତ୍ତି ଉଚ୍ଚତା ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ହାଇକୋର୍ଟ ଏଜିଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ସମସ୍ତ ମୂର୍ତ୍ତିର ସୁରକ୍ଷା କାଏମ ରଖିବାକୁ ହାଇକୋର୍ଟ…

ସ୍ଥାନୀୟ ଅଧିକାରୀଙ୍କ ଉପରେ ଗଣେଶ ପୂଜା ନିଷ୍ପତ୍ତି

ଭୁବନେଶ୍ୱର() କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଟୁଇନ ସିଟିରେ ଗଣେଶ ପୂଜା ଉପରେ କମିଶନରେଟ ପୁଲିସ ରୋକ ଲଗାଇଥିଲା । ତେବେ ଏନେଇ ଆଗତ ଏକ ଜନସ୍ୱାର୍ଥ ମାମଲାର ବିଚାର କରି ମାନ୍ୟବର ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି । ମାନ୍ୟବର କୋର୍ଟ ସ୍ଥାନୀୟ ଅଧିକାରୀଙ୍କ ଉପରେ ଗଣେଶ…

ମନ୍ଦିର ନିଷ୍ପତ୍ତି ସରକାର ନେବେ

କଟକ() କରୋନା ପାଇଁ ଦୀର୍ଘ ଦିନ ହେଲା ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦ ରହିବାରୁ ସେଗୁଡ଼ିକ ଉପରେ ନିର୍ଭର କରି ପରିବାର ପ୍ରତିପୋଷଣ କରିଆସୁଥିବା ପୂଜକ ଓ ସେବାୟତମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।  ଧର୍ମାନୁଷ୍ଠାନ ଖୋଲିବା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ହୋଇଥିଲା ।…

କରୋନା ସଂକ୍ରମିତଙ୍କ ପରିଚୟ ପ୍ରଘଟ ହୋଇପାରିବ ନାହିଁ

କଟକ() କରୋନା ସଂକ୍ରମିତଙ୍କ ବାବଦରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଏକ ଜନସ୍ୱାର୍ଥମାମଲାର ଶୁଣାଣି କରି କୌଣସି ମତେ କରୋନା ସଂକ୍ରମିତଙ୍କ ପରିଚୟ ପ୍ରଘଟ ହୋଇପାରିବ ନାହିଁ ବୋଲି ହାଇକୋର୍ଟ ରାୟ ଦେଇଛନ୍ତି । ପରିଚୟ ପଦାକୁ ଆସିଲେ ସାମାଜିକ ନିନ୍ଦାର ଭୟ ରହିଛି । ଏପରିକି ସରକାର…

ପ୍ରବେଶ କରିବା ପୂର୍ବରୁ ଟେଷ୍ଟ କରିବାକୁ ନିର୍ଦ୍ଦେଶ

କଟକ() ରାଜ୍ୟ ବାହାରେ ଲକ୍ ଡାଉନ ପାଇଁ ବହୁ ପ୍ରବାସୀ ଓଡ଼ିଆ ଫସି ରହିଛନ୍ତି । ଏନେଇ ଓଡ଼ିଶାକୁ ଆସିବାକୁ ସରକାର ବହୁ ପଦକ୍ଷେପ ନେଇଛନ୍ତି । କିନ୍ତୁ ଓଡ଼ିଶାକୁ ପ୍ରବେଶ କରିବା ପୂର୍ବରୁ କରୋନା ଟେଷ୍ଟ କରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ପ୍ରଥମେ ନମୁନା ପରୀକ୍ଷା କରାଯିବ ଯଦି…

ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ୍

କଟକ() ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ମହମ୍ମଦ ରଫିକ୍ । ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏନେଇ ସୁପାରିସ୍ ହୋଇଛି । ଜଷ୍ଟିସ ରଫିକ ବତ୍ତର୍ମାନ ମେଘାଳୟ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

ଅପ୍ରେଲ ୧୫ ଯାଏଁ ହାଇକୋର୍ଟ ବନ୍ଦ

ଭୁବନେଶ୍ୱର,() କରୋନା ମୁକାବିଲା ପାଇଁ ଅପ୍ରେଲ ୧୫ ଯାଏଁ ହାଇକୋର୍ଟ ବନ୍ଦ ରହିବ । ରାଜ୍ୟର ସମସ୍ତ କୋର୍ଟ ବନ୍ଦ ରହିବା ନେଇ ନିଷ୍ପତ୍ତି ନିଆଯାଇଛି । ଗୁରୁତ୍ୱପୂର୍ଣ୍ଣ ମାମଲା ଭିସି କିମ୍ବା ଇ-ମେଲ ଜରିଆରେ ବିଚାର ହେବ । ଇ-ମେଲ ଆଇଡି ହେଉଛି [email protected] । ତେବେଦେଶରେ କରୋନା ଭାଇରସ୍…