Odia News Portal
Browsing Tag

Highcourt

ଶୁକ୍ରବାର ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଶପଥ ନେବେ ଆଦିତ୍ୟ ମହାପାତ୍ର

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟ ପାଇଁ ଆଉ ଜଣେ ବିଚାରପତିଙ୍କୁ ନିଯୁକ୍ତି ମିଳିଛି। ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ଲାଭ ପରେ ଏ…

ଆଇନଜୀବୀ ଆଦିତ୍ୟ ମହାପାତ୍ର ହେବେ ହାଇକୋର୍ଟ ବିଚାରପତି

କଟକ: ଆଇନଜୀବୀ ଆଦିତ୍ୟ ମହାପାତ୍ର ହେବେ ଓଡିଶା ହାଇକୋର୍ଟ ବିଚାରପତି । ହାଇକୋର୍ଟ ଜଜ ଭାବେ ଆଦିତ୍ୟ ମହାପାତ୍ରଙ୍କ ନିଯୁକ୍ତିକୁ ରାଷ୍ଟ୍ରପତିଙ୍କ ମୋହର ବାଜିଛି । ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଭାରତର ସମ୍ବିଧାନର ଧାରା 217 ର ଧାରା (1) ଦ୍ୱାରା ପ୍ରଦାନ…

ଏଥର ଦୀପାବଳିରେ ଫୁଟିବ ବାଣ

ଭୁବନେଶ୍ୱର: ରାଜ୍ୟରେ ଏଥର ଦୀପାବଳିରେ ବାଣ ଫୁଟାଇବାକୁ ଅନୁମତି ଦେଇଛନ୍ତି ହାଇକୋର୍ଟ । ପୂର୍ବ ବର୍ଷ କରୋନା ମହାମାରୀ ସମୟରେ ବାଣ ବିକ୍ରି ଓ ଫୁଟାଇବାକୁ ସମ୍ପୂର୍ଣ୍ଣ ଭାବରେ ବାରଣ କରାଯାଇଥିବା ବେଳେ ଚଳିତ ବର୍ଷ କେବଳ ସବୁଜ ବାଣ ବ୍ୟବସାୟ ଓ ଫୁଟାଇବା ପାଇଁ ଅଲ ଓଡ଼ିଶା ଫାୟାର  ୱାର୍କର…

ହାଇକୋର୍ଟରେ ୨୦୦୬ ଓଏଏସ ନିଯୁକ୍ତି ମାମଲା

ଓଡ଼ିଶା ଉଚ୍ଚ ନ୍ୟାୟାଳୟ ୨୦୦୬ ଓଏଏସ ନିଯୁକ୍ତି ବିବାଦ ମାମଲାର ଆଜି ଶୁଣାଣି କରିଛନ୍ତି । ସ୍ୟାଟଙ୍କ ନିର୍ଦ୍ଦେଶକୁ ରଦ୍ଦ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ । ୩୭୮ ଟି ଓଏଏସ ପଦବୀ ନିଯୁକ୍ତିକୁ ନେଇ ଉପୁଜିଥିବା ବିବାଦର ଶୁଣାଣି ବେଳେ ଏଭଳି ପଦକ୍ଷେପ ନିଆଯାଇଛି । ସୂଚନା ଅନୁଯାୟୀ…

ଆସନ୍ତାକାଲିଠୁ ୨୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ

କଟକ : ଓଡିଶା ହାଇକୋର୍ଟର ଦୁର୍ଗାପୂଜା ଅବକାଶ । ଆସନ୍ତା କାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ । ଏହି ଅବକାଶ ସମୟରେ ଅକ୍ଟୋବର ୧୧,୧୮ ଓ ୨୧ ତାରିଖରେ ଅବକାଶ କାଳୀନ ଖଣ୍ଡପୀଠ ବସି ଜରୁରୀ ମାମଲା ଗୁଡିକର ଶୁଣାଣି କରିବେ। କୋଭିଡ଼ କଟକଣା ମାନି ସକାଳ ୧୧ ଟାରୁ ଅପରାହ୍ନ ୩…

ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି

କଟକ: ଓଡ଼ିଶା ହାଇକୋର୍ଟର ୪ ନୂଆ ବିଚାରପତି । ସୁପ୍ରିମକୋର୍ଟ କଲେଜିୟମରୁ ୪ ଜଣଙ୍କୁ ମଞ୍ଜୁରୀ ମିଳିଛି । ବାରରୁ ୨ ଜଣ ଓ ୨ଜଣ ଜୁଡିସିଆଲ ଅଫିସର ହେବେ ବିଚାରପତି ।ତେବେ ଏହି ୪ ବିଚାରପତି ହେଲେ ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ଜୁଡିସିଆଲ ଅଫିସର ରାଧାକୃଷ୍ଣ ଓ ଶଶିକାନ୍ତ…

ପୌର ନିର୍ବାଚନ ମାମଲା, ୪ ସପ୍ତାହରେ ଜବାବ ରଖିବାକୁ ନିର୍ଦ୍ଦେଶ

କଟକ: ପୌର ନିର୍ବାଚନକୁ ନେଇ ଆସିଲା ବଡ଼ ଖବର । ହାଇକୋର୍ଟରେ ପୌର ନିର୍ବାଚନ ମାମଲା । ରାଜ୍ୟ ନିର୍ବାଚନ କମିଶନଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ ।୪ ସପ୍ତାହ ମଧ୍ୟରେ ମୁଖ୍ୟ ଶାସନ ସଚିବ, ରାଜ୍ୟ ନିର୍ବାଚନ କମିଶନଙ୍କୁ ଜବାବ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବରିଷ୍ଠ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ପରୀର ପରିବାର

ସୁପ୍ରିମକୋର୍ଟ ନିର୍ଦ୍ଦେଶ ମାନି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବେ ପରୀର ପରିବାର। ନୟାଗଡ଼ ବହୁଚର୍ଚ୍ଚିତ ଶିଶୁ କନ୍ୟା ର ସିବିଆଇ ତଦନ୍ତ ଦାବିରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ପରୀ ମା'। ପ୍ରଥମେ ରିଟ୍ ଓ ପରେ ସ୍ପେଶାଲ ଲିଭ୍ ପିଟିସନ ଜରିଆରେ ଏନେଇ ଆବେଦନ କରାଯାଇଥିଲା। ହାଇକୋର୍ଟ ରିଟ୍…

ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ୍‌

କଟକ: ଟାଟା କମ୍ପାନୀରେ ଚାକିରୀ କରାଇଦେବା ନାଁରେ ଠକେଇ ଅଭିଯୋଗରେ ଫସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ମିଳିଛି ସର୍ତ୍ତ ମୂଳକ ଜାମିନ୍ । ଗୋଳନ୍ଥରା ଥାନାରେ ହୋଇଥିବା ମାମଲାରେ ତାଙ୍କୁ ୨ ଲକ୍ଷ ଟଙ୍କା ସହ ଦୁଇଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟରୁ…

ଅଭୟକାନ୍ତ ପାଠକଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍‌

କଟକ: ବହିଷ୍କୃତ ଆଇଏଫଏସ ଅଭୟକାନ୍ତ ପାଠକଙ୍କୁ ଦୁଇଟି ମାମଲାରେ ମିଳିଛି ସର୍ତ୍ତମୂଳକ ଜାମିନ୍ । ଗୋଳନ୍ଥରା ଥାନାରେ ରୁଜୁ ହୋଇଥିବା ଦୁଇଟି ମାମଲାରେ ତାଙ୍କୁ ଆଜି ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛି । ୨ଲକ୍ଷ ଟଙ୍କା ସହ ୨ଜଣ ଜାମିନଦାରଙ୍କ ବଳରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି…