Odia News Portal
Browsing Tag

Higher Education Minister Arun Sahu

ରାଜ୍ୟରେ ଗବେଷଣା ସଂସ୍କୃତିକୁ ବ୍ୟାପକ କରିବ : ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ସାହୁ

ଭୁବନେଶ୍ୱର : ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଗବେଷଣାକୁ ଅଧିକ ବ୍ୟାପକ ଏବଂ ଗବେଷଣା ସଂସ୍କୃତିକୁ ଅ ।ଗେଇ ନେବା ଦିଗରେ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅନୁସନ୍ଧାନ ଏବଂ ଅଭିନବୀକରଣ ପ୍ରୋତ୍ସାହନ ଯୋଜନା ଏକ ସମୟୋପଯୋଗୀ ପଦକ୍ଷେପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଏହି ଦୂରଦୃଷ୍ଟିସଂପନ୍ନ…

ଯୁକ୍ତ-୨ ପୃଥକୀକରଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର : ଯୁକ୍ତ-୨ ଶିକ୍ଷାକୁ ଉଚ୍ଚଶିକ୍ଷା ବିଭାଗରୁ ପୃଥକ କରାଯାଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ମିଶ୍ରଣ କରାଯାଇଥିବାବେଳେ ଯୁକ୍ତ-୨ ଶିକ୍ଷାନୁଷ୍ଠାନଗୁଡ଼ିକୁ ଡିଗ୍ରୀ କଲେଜରୁ ପୃଥକୀକରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ…