Odia News Portal
Browsing Tag

Himant biswa Sharma take oath of Assam cm

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱ ଶର୍ମା

ଆସାମ: ଆଜି ନୂଆ କରି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱ ଶର୍ମା । ହିମନ୍ତଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ଜଗଦୀଶ ମୁଖୀ । ସମାରୋହ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି. ନଡ୍ଡାଙ୍କ ସମେତ ଅନେକ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ…