Odia News Portal
Browsing Tag

hyder

ଗ୍ୟାଙ୍ଗଷ୍ଟାର ହାଇଦର ପୁଅକୁ ଆଜୀବନ କାରାଦଣ୍ଡ

କଟକ: ଗ୍ୟାଙ୍ଗଷ୍ଟର ହାଇଦର ପୁଅ ସେକ୍ କାଦିର ଓରଫ ମୁନ୍ନାକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରା ଜଜ୍ । ୨୦୧୩ ମସିହାରେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଅଞ୍ଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାମାମଲାରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛି। ବ୍ୟବସାୟୀ ସାହା…

ଗ୍ୟାଙ୍ଗଷ୍ଟାର ହାଇଦର ପୁଅର ଜାମିନ୍ ଖାରଜ

କଟକ: କୁଖ୍ୟାତ ଅପରାଧୀ ଗ୍ୟାଙ୍ଗଷ୍ଟାର ସେକ ହାଇଦର ପୁଅ ସେକ୍ କାଦିରର ଜାମିନ ନାମଞ୍ଜୁର । କେନ୍ଦ୍ରାପଡ଼ା ଜିଲ୍ଲା ଦୌରାଜଜ ଜାମିନ ଖାରଜ କରିଛନ୍ତି । ବାବାଙ୍କ ଶୁଦ୍ଧିକ୍ରିୟା ଲାଗି ଜାମିନ ଆବେଦନ କରିଥିଲା ସେକ୍ କାଦିର । ସୂଚନାଯୋଗ୍ୟ , ଚୌଦ୍ୱାର ଜେଲ୍ରୁ ବାରିପଦା ଜେଲ୍ ନିଆଯାଉଥିବା…

ଗ୍ୟାଙ୍ଗଷ୍ଟାର ହାଇଦର ଏନକାଉଣ୍ଟର ମାମଲାରେ ନିଜ ଆଡ଼ୁ ମାମଲା ରୁଜୁ କଲେ ରାଜ୍ୟ ମାନବାଧିକାର କମିଶନ

ଭୁବନେଶ୍ୱର: କୁଖ୍ୟାତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ଏନକାଉଣ୍ଟର ମାମଲାରେ ନିଜ ଆଡ଼ୁ ମାମଲା ରୁଜୁ କଲା ରାଜ୍ୟ ମାନବାଧିକାର କମିଶନ । ବିଭିନ୍ନ ଗଣମାଧ୍ୟମରେ କବର ପ୍ରସାରଣ ହୋଇଥିଲା । ଯାହାକୁ ଭିତ୍ତିକରି ମାମଲା ରୁଜୁ କରାଯାଇଛି । ଟୁଇନସିଟି ପୋଲିସ କମିଶନର, ଗୃହ ବିଭାଗ ଏସିଏସ୍‌, ପୋଲିସ…

ପରିବାରକୁ ହସ୍ତାନ୍ତର ହେଲା ହାଇଦରର ମୃତଦେହ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ହାଇଦରର ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି । ପୋଷ୍ଟମଟମ ପରେ ବୋହୂ ଓ ତାଙ୍କ ପତ୍ନୀଙ୍କୁ ଶବ ହସ୍ତାନ୍ତର କରାଯାଇଛି । ତେବେ ହାଇଦର ଦେହରେ ୪ଟି ଗୁଳି ବାଜିଥିବା ସୂଚନା ଦେଇଛନ୍ତି ବାଲେଶ୍ୱର ଏଡିଏମଓ ସୁଶାନ୍ତ ନାୟକ । ଜଙ୍ଘରେ ୨ଟି ଓ ଅଣ୍ଟାରେ ୨ଟି ଗୁଳି…