ବାୟୁସେନାର ମିଗ୍-୨୧ ବିମାନ ଦୁର୍ଘଟଣାଗ୍ରସ୍ତ
ଭାରତୀୟ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ରାଜସ୍ଥାନର ବିକାନେର ନିକଟରେ ବାୟୁସେନାର ମିଗ୍- ୨୧ ବାଇସନ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଠିକ୍ ସମୟରେ ବିମାନ ମଧ୍ୟରୁ ପାଇଲଟ୍ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଅଭ୍ୟାସ ବେଳେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା…