Odia News Portal
Browsing Tag

IAS Officer subrat sahoo

ଓଡ଼ିଆ ପୁଅ ସୁବ୍ରତ ସାହୁଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର: ୧୯୯୨ ବ୍ୟାଚ୍‌ର ଓଡ଼ିଆ ଆଇଏଏସ୍‌ ଅଧିକାରୀ ସୁବ୍ରତ ସାହୁ ଏବେ ଛତିଶଗଡ଼ ରାଜ୍ୟର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ତୁଲାଇବେ। ମୁଖ୍ୟ ଶାସନ ସଚିବ ଅମିତାଭ ଜୈନ ସ୍ୱାସ୍ଥ୍ୟଗତ କାରଣରୁ ଛୁଟିରେ ଯାଇଥିବାରୁ ତାଙ୍କ ସ୍ଥାନରେ ଆଇଏଏସ୍‌ ସୁବ୍ରତ ସାହୁଙ୍କୁ ନିଯୁକ୍ତ