ଉତ୍କଳ ବିଶ୍ୱବିଦ୍ୟାଳୟରେ ବେଆଇନ ଭାବେ ଦଖଲ କରିଥିବା କ୍ବାଟର ଖାଲି ପ୍ରକ୍ରିୟା ଜାରି
ଉତ୍କଳ ବିଶ୍ୱବିଦ୍ୟାଳୟରେ ୪ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ଉତ୍କଳ ବିଶ୍ଵବିଦ୍ୟାଳୟର ଷ୍ଟାଫ୍ କ୍ୱାଟର ନୋଟିସ୍ର ସମୟ ସୀମା ପୂରଣ ହୋଇଛି। ବେଆଇନ ଭାବେ ବିଶ୍ଵବିଦ୍ୟାଳୟର ସରକାରୀ ବାସଭବନକୁ ଅକ୍ତିଆର କରିଥିବା ସମସ୍ତଙ୍କୁ ଚଳିତ ମାସ ୯ ତାରିଖରେ ଉତ୍କଳ ବିଶ୍ୱବିଦ୍ୟାଳୟ…