ଅପାରଗ ବାବୁଙ୍କୁ ହଟାଇବାକୁ ହେବ ସ୍ବତନ୍ତ୍ର ଅଭିଯାନ:ସଚିବସ୍ତରୀୟ ବୈଠକରେ ନିଷ୍ପତ୍ତି
ଅଗଷ୍ଟ ୭ ଭିତରେ ସମସ୍ତ ବିଭାଗୀୟ ମୁଖ୍ୟ ସେମାନଙ୍କ ବିଭାଗର ଅପାରଗ ବାବୁଙ୍କ ତାଲିକା ଦେବାକୁ କୁହାଯାଇଥିଲା। ହେଲେ ଅଧିକାଂଶ ବିଭାଗ ତାଲିକା ଦେଲେନି। ଯେତିକି ବିଭାଗ ତାଲିକା ଦେଲେ ସେଥିରେ ଅପାରଗ ବାବୁ ନାହାନ୍ତି ବୋଲି ଲେଖିଛନ୍ତି। ବାସ୍ତବରେ କୌଣସି ବିଭାଗୀୟ ମୁଖ୍ୟ ଏବେ ନିଜ ହାତରେ…