ଐତିହାସିକ ବିଜୟ ହାସଲ କଲା ଭାରତ
ମେଲବର୍ଣ୍ଣ: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ମେଲବର୍ଣ୍ଣ ବକ୍ସିଂ ଡେ ଟେଷ୍ଟରେ ଐତିହାସିକ ବିଜୟ ହାସଲ କରିଛି ଟିମ୍ ଇଣ୍ଡିଆ । ଆଜିଙ୍କ୍ୟ ରାହାଣେଙ୍କ ଶତକ ସହ ଭାରତୀୟ ବୋଲରଙ୍କ ଧୂଆଁଧାର ବୋଲିଂ ବଳରେ ଦ୍ୱିତୀୟ ଟେଷ୍ଟରେ ବିଜୟ ଲାଭ କରିଛି ଭାରତ । ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ!-->…