ବିରାଟ ବାହିନୀର ବମ୍ପର ବିଜୟ
ନ୍ୟୁଜିଲାଣ୍ଡକୁ ମାତ୍ ଦେଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ । ୫ଟିକିଆ ମ୍ୟାଚ୍ ବିଶିଷ୍ଟ ସିରିଜକୁ ୩-୦ରେ କବଜା କରିଛି କୋହଲି ବାହିନୀ । ଏହା ସହ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ମାଟିରେ ଟି-୨୦ ସିରିଜ ଜିତିଛି ଭାରତ ।
ଆଜିର ଦମଦାର ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି…