ଆସନ୍ତାକାଲି ଦ୍ୱିତୀୟ ଟି-୨୦ ମ୍ୟାଚ୍
ଆସନ୍ତାକାଲି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ଖେଳାଯିବ । ନ୍ୟୁଜିଲାଣ୍ଡର ଇଡେନ୍ ପାର୍କ, ଅକଲାଣ୍ଡଠାରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍ ଭାରତୀୟ ସମୟ ଅନୁଯାୟୀ, ୧୧.୩୦ ମିନିଟରେ ଆରମ୍ଭ ହେବ । ତେବେ ଟିମ୍ ଇଣ୍ଡିଆ ପାଇଁ ଏହି ମ୍ୟାଚ କର ବା ମର ପରିସ୍ଥିତି ସୃଷ୍ଟି…
