ଭୁବନେଶ୍ୱରରେ ଭାରତ-ୱେଷ୍ଟଇଣ୍ଡିଜ ଖେଳାଳି
ଭୁବନେଶ୍ୱର() ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଦିନିକିଆ ମ୍ୟାଚ୍ ଆସନ୍ତା ୨୨ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏଥିନେଇ ଉଭୟ ଦଳର ଖେଳାଳିମାନେ ଗୁରୁବାର ଅପରାହ୍ନ ୧୨.୫୦ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। କଡା…