Odia News Portal
Browsing Tag

India

ପ୍ରଥମ ଟି୨୦ ଜିତିଲା ଭାରତ

କଲମ୍ବୋ: ପ୍ରଥମ ଟି୨୦ ଜିତିଲା ଭାରତ। ଘରୋଇ ଶ୍ରୀଲଙ୍କାକୁ ୩୮ ରନରେ ପରାସ୍ତ କରିଛି। ୧୬୫ ରନର ଲକ୍ଷକୁ ପିଛା କରିବାକୁ ଯାଇ ୨୨୬ରେ ଅଲଆଉଟ ହୋଇଛି ଦଳ। ୩ ମାଚ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି। ଭାରତ ପକ୍ଷରୁ ଭୁବନେଶ୍ୱର କୁମାର ୪ଟି ୱିକେଟ ନେଇଥିଲେ। ସେପଟେ ସୂର୍ୟ୍ଯ କୁମାର…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୭୪୨…

ଆଜି ଦେଶରେ ୫୪୬ କରୋନା ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୦୯୭…

ଭାରତୀୟ ଦଳରେ ୪ ଯୁବ କ୍ରିକେଟରଙ୍କ ଡେବ୍ୟୁ

କଲମ୍ବୋ: ଶ୍ରୀଲଙ୍କା ବିପକ୍ଷରେ ଭାରତ ଶେଷ ଦିନିକିଆ ଖେଳୁଛି । ୩ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୦ରେ ଆଗୁଆ ରହିଛି । ତେବେ ଦଳରେ ଆଜି ୪ଜଣ ନୂଆ ଖେଳାଳୀଙ୍କୁ ସ୍ଥାନ ମିଳିଛି । ଦିନିକିଆ ଦଳରେ ଆଜି ଡେବ୍ୟୁ କରିଛନ୍ତି ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ, ନିତିଶ ରାଣା, ଚେତନ…

ଆଜି ଦେଶରେ ୩୫ ହଜାର ୩୪୨ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୩୫,୩୪୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୨,୯୩,୦୬୨କୁ ବୃଦ୍ଧି ପାଇଛି। ଚିିକିତ୍ସାଧୀନ ଅବସ୍ଥାରେ ଆଉ ୪୮୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୧୯,୪୭୦ରେ ପହଞ୍ଚିଛି। …

ନଜର ପକାନ୍ତୁ ଦେଶରେ କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ଦୋଳି ଖେଳୁଛି ଦୈନିକ କରୋନା ସଂକ୍ରମଣ ହାର । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧,୩୮୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୩୮,୬୫୨ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ବୁଧବାର ସଂଧ୍ୟା ସୁଦ୍ଧା ମୋଟ ୩,୦୪,୨୯,୩୩୯ ଜଣ କରୋନା…

ଶ୍ରୀଲଙ୍କାଠାରୁ ଜିତିବା ପରେ ଖେଳାଳୀଙ୍କୁ ଏମିତି କହି ସମ୍ବୋଧନ କଲେ ଦ୍ରାବିଡ଼, ଦେଖନ୍ତୁ ଏହି ଭାଇରାଲ ଭିଡ଼ିଓ

କଲମ୍ବୋ: ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜକୁ ଭାରତ ଗୋଟିଏ ମ୍ୟାଚ ପୂର୍ବରୁ ଜିତିନେଇଛି । ଏକ ରୋମାଞ୍ଚକ ମ୍ୟାଚରେ ଭାରତ ବିଜୟୀ ହେବା ପରେ ଡ୍ରେସିଂ ରୁମରେ ଖେଳାଳୀଙ୍କୁ ସମ୍ବୋଧିତ କରିଛନ୍ତି କୋଚ ରାହୁଲ ଦ୍ରାବିଡ । ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୩୮୭୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦେଶର କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୩୯୯୮କୁ ବୃଦ୍ଧି ପାଇଛି । ଗତ ପ୍ରାୟ ଏକ ମାସ ହେବ ଦୈନିକ ପଜିଟିଭିଟି ହାର ୩ ପ୍ରତିଶତ ତଳେ ରହିଛି । କେନ୍ଦ୍ର ସ୍ବାସ୍ଥ୍ୟ…

ପୃଥୀ ଶ’ଙ୍କୁ ପ୍ରଂଶସା କଲେ ଆକାଶ ଚୋପ୍ରା

କଲମ୍ବୋ: ଭାରତ- ଶ୍ରୀଲଙ୍କା ପ୍ରଥମ ଦିନିକିଆ ମ୍ୟାଚରେ ଭଲ ପ୍ରଦର୍ଶନ କରିଥିବା ପୃଥୀ ଶ’ଙ୍କୁ ପ୍ରଂଶସା କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଆକାଶ ଚୋପ୍ରା । ନିଜ ୟୁଟ୍ୟୁବ ଚ୍ୟାନେଲରେ ସେ ଶଙ୍କ ପ୍ରଂଶସା କରିଛନ୍ତି । ବିରେନ୍ଦ୍ର ସେହଙ୍ଗଙ୍କ ସହ ତାଙ୍କୁ ତୁଳନା କରିଥିବା ଦେଖିବାକୁ…

ଆଜି ଦେଶରେ ୫୧୮ ମୁଣ୍ଡ ନେଲା ମହାମାରୀ

ନୂଆଦିଲ୍ଲୀ : ଦେଶରେ କିଛି ଦିନ ତଳେ ଦୈନିକ ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ପୁଣି ୪୦ ହଜାର ଅତିକ୍ରମ କରୁଛି। ଦେଶରେ ଦିନକରେ ଆଉ ୪୧,୧୫୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ…