Odia News Portal
Browsing Tag

India

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଲାଗି ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଶେଷ ହେବା ପରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ଖେଳିବ ଭାରତ । ଦଳର ବହୁ ଅଭିଜ୍ଞ ଖେଳାଳୀଙ୍କୁ ବିଶ୍ରାମ ଦିଆଯାଇଛି । ତେବେ ଯୁବ ବାହିନୀ କେମିତି ତାଉପରେ ରହିଛି ମସ୍ତଙ୍କ ନଜର । ଉଭୟ ଟେଷ୍ଟ ମ୍ୟାଚରୁ ରୋହିତ ଶର୍ମାଙ୍କୁ ବିଶ୍ରାମ ଦିଆଯାଇଥିବାବେଳେ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ ଟପିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…

ଦେଶରେ ଦିନକରେ ୧୩,୦୯୧ ନୂଆ କରୋନା ରୋଗୀ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩,୦୯୧ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିଭଳି ଦିନକ ମଧ୍ୟରେ ୧୩,୮୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩,୩୮,୦୦,୯୨୫ ଜଣ ସୁସ୍ଥ ହୋଇସାରିଲେଣି । ସେହିଭଳି ଦିନକରେ ୩୪୦ ଜଣ କରୋନା ରୋଗୀଙ୍କର ଜୀବନ ଯାଇଛି ।…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୩୦୦ ମଧ୍ୟରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…

ଟି-୨୦ ବିଶ୍ୱକପରେ ଆଜି ଭାରତର ଶେଷ ମ୍ୟାଚ୍

ଦୁବାଇ: ଚଳିତ ଟି-୨୦ ବିଶ୍ବକପ୍‌ରେ ନ୍ୟୁଜିଲାଣ୍ଡ ରବିବାର ଆଫ୍‌ଗାନିସ୍ତାନକୁ ହରାଇବା ପରେ ଭାରତର ସେମିଫାଇନାଲ୍‌ ଆଶା ଭାଙ୍ଗିଯାଇଛି। ଫଳରେ ସୋମବାର ଦୁବାଇରେ ଭାରତ ଓ ନାମିବ୍ୟା ମଧ୍ୟରେ ଖେଳାଯିବାକୁ ଥିବା ସୁପର-୧୨ର ଶେଷ ଲିଗ୍‌ ମ୍ୟାଚ୍‌ ଗୁରୁତ୍ବ ହରାଇଛି। ଗ୍ରୁପ୍‌-୨ରେ ଭାରତ ସଂପ୍ରତି…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୧ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ…

ଆଜି ଆଫଗାନିସ୍ତାନ ପାଇଁ ପ୍ରାର୍ଥନା କରିବ ଭାରତ

ଦୁବାଇ: ଟି-୨୦ ବିଶ୍ୱକପରେ ଭାରତ ପ୍ରଥମ ଦୁଇଟି ପରାଜୟ ପରେ ଦଳର ସେମି ଆଶା ଏକପ୍ରକାର ମଉଳି ଯାଇଛି । ତଥାପି ପର ଉପରେ ନିର୍ଭର କରୁଛି ଭାରତ । ଯଦି ଆଜି ଆଫଗାନିସ୍ତାନ ନ୍ୟୁଜିଲାଣ୍ଡ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରେ ତେବେ ଭାରତ ସେମିରେ ପହଞ୍ଚିବ । ସେପଟେ ଭାରତ ଶେଷ ମ୍ୟାଚରେ ଦୁର୍ବଳ…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୦,୯୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୯୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ୨୪ ଘଣ୍ଟାରେ ଆଉ ୧୨,୫୦୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମୋଟ ୩୩,୭୩,୭୪,୬୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟହାର…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨,୭୨୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏଥିସହିତ ଦିନକ ମଧ୍ୟରେ ୨୨୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟାରେ ୧୨,୧୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩,୩୭,୨୪,୯୫୯ ଜଣ ସୁସ୍ଥ ହୋଇସାରିଲେଣି । ସଂପ୍ରତି…

ଆଜି ସ୍କଟଲ୍ୟାଣ୍ଡକୁ ଭେଟିବ ଭାରତ

ଦୁବାଇ: ଟିମ୍ ଇଣ୍ଡିଆ ଆଜି ଟି-୨୦ ବିଶ୍ୱକପରେ ସ୍କଟଲାଣ୍ଡକୁ ଭେଟିବ | ସେମିଫାଇନାଲ ଆଶା ଉଜ୍ଜୀବିତ ରଖିବା ପାଇଁ ଭାରତକୁ ସ୍କଟଲାଣ୍ଡ ବିପକ୍ଷରେ ଏକ ବଡ଼ ବିଜୟ ହାସଲ କରିବାକୁ ପଡିବ । ଏହା ବ୍ୟତୀତ ରୋହିତ ଶର୍ମା, ଜସପ୍ରୀତ ବୁମ୍ରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଏହି ମ୍ୟାଚରେ କିଛି ବଡ଼…