୩ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ଭିତ୍ତିଭୂମୀ ବିକାଶ ପାଇଁ ଆର୍ଥିକ ସହାୟତା ଘୋଷଣା
ଭୁବନେଶ୍ବର () ମୋ ସରକାର ଟିମର ତୃତୀୟ ଗସ୍ତ ରିପୋର୍ଟ ଆଧାରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନୋଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ରାଉଲକେଲା ସରକାରୀ ଡାକ୍ତରଖାନାର ଭିତ୍ତିଭୂମୀ ବିକାଶ ପାଇଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଂଜ ଜିଲ୍ଲା ମୁଖ୍ୟ…